ମୂର୍ତ୍ତୀ ବିସର୍ଜନ ବେଳେ ଅଘଟଣ; ପୋଖରୀରେ ବୁଡି ଛାତ୍ର ମୃତ

ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ । ପୋଖରୀରେ ବୁଡି ଛାତ୍ରଙ୍କ ମୃତ୍ୟୁ ହୋଇଛି । ଯାଜପୁର ଜିଲ୍ଲା ବଡ଼ଚଣା ଥାନା କୋଲସାହି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି ।

death

ଖବର ଅନୁଯାୟୀ, କୋଲସାହି ଗାଁରେ ଖୁଦୁରୁକୁଣୀ ମୂର୍ତ୍ତୀର ଚାଲିଥିବା ବିସର୍ଜନ । ଏହି ସମୟରେ ଗାଁରେ ସଞ୍ଜୟ ସେନାପତିଙ୍କ ପୁଅ ହିତେଶ ପୋଖରୀରେ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ପୋଖରୀରେ ଖୋଜାଖୋଜି କରି ଛାତ୍ର ଜଣଙ୍କୁ ଉଦ୍ଧାର କରିଥିଲେ । ପରେ ତାଙ୍କୁ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ସେପଟେ ହିତେଶଙ୍କୁ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ବଡ଼ଚଣା ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହାସହିତ ଘଟଣାର ତଦନ୍ତ ଜାରି ରଖିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+