Get Updates
Get notified of breaking news, exclusive insights, and must-see stories!

ଜୁନ୍‌ ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି, ଆଜିଠୁ ଜନଶୁଣାଣି ପୋର୍ଟାଲରେ ପଞ୍ଜୀକରଣ

ଜୁନ୍‌ ୯ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି । ଆଜିଠୁ ଜନଶୁଣାଣି ପୋର୍ଟାଲରେ ଆରମ୍ଭ ହେବ ପଞ୍ଜୀକରଣ । ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ।

ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (janasunani.odisha.gov.in) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଏହା ବ୍ୟତୀତ ଅଣପଞ୍ଜୀକୃତ ଆବେଦନକାରୀମାନଙ୍କର ଅଭିଯୋଗ ପତ୍ରଗୁଡିକୁ ମଧ୍ୟ ଯୁଗ୍ମ ଶୁଣାଣି ଶିବିରରେ ସିଧାସଳଖ ଗ୍ରହଣ କରାଯାଇପାରିବ।

District level joint complaint
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+