ଗଣେଶ ପୂଜାରେ କଟକ-ଭୁବନେଶ୍ୱରରେ ବିଜେ ଉପରେ ଲାଗିଲା ରୋକ୍

ଏଥର ଗଣେଶ ପୂଜାରେ କଟକ-ଭୁବନେଶ୍ୱରରେ ଡିଜେ ବନ୍ଦ । ଗଣେଶ ପୂଜା ନେଇ ଆଜି କଟକରେ ଏକ ବୈଠକ ବସିଥିଲା । ଏହା ପରେ ପୁଲିସ କମିଶନର ସଞ୍ଜୀବ ପଣ୍ଡା ଏହି ସୂଚନା ଦେଇଛନ୍ତି ।

DJ

ସେପ୍ଟେମ୍ୱର ୭ ତାରିଖରେ ଏଥର ଗଣେଶ ପୂଜା ପଡୁଛି । ଏଥର ବିକୃତ ମୂର୍ତ୍ତି ନିର୍ମାଣ ଓ ପୂଜା ନଜରକୁ ଆସିଲେ କାର୍ୟ୍ୟାନୁଷ୍ଠାନ ହେବ ।

ପୁଷ୍ପାଞ୍ଜଳି ବେଳେ ନିଶାମୁକ୍ତ ଶପଥ କରାଇବେ ପୂଜକ । ଏଭଳି କରିବାକୁ ପ୍ରତି ପୂଜା କମିଟିକୁ ଲିଖିତ ଜଣାଇବେ କମିଶନରେଟ ପୁଲିସ । ସେହିଭଳି ଭସାଣ ଶୋଭାଯାତ୍ରା ପୂର୍ବରୁ ପୁଲିସ ଅନୁମତି ଜରୁରୀ । ଗଣେଶ ପୂଜା ପାଇଁ ଜୋର ଜବରଦସ୍ତ ଚାନ୍ଦା ଆଦାୟକୁ ବାରଣ କରାଯାଇଛି । ଅଧିକ ଭିଡ ନିୟନ୍ତ୍ରଣ ପାଇଁ ଅଧିକ ଫୋର୍ସ ମୁତୟନ ରହିବେ । ତେବେ କଟକରେ ଭସାଣ ୧୫, ୨୨ ଓ ୨୯ ତାରିଖରେ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+