ଦୁର୍ଗା ପୂଜାରେ ବାଜିବ ନାହିଁ ଡିଜେ, ସୂଚନା ଦେଲେ ପୋଲିସ କମିଶନର

ଚଳିତବର୍ଷ ଦୁର୍ଗାପୂଜା ଭସାଣିରେ ଡିଜେ ବାଜିବନି। ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ପୋଲିସ କମିଶନର।

Durga Puja

କଟକ ମହାନଗର ପୂର୍ବାଞ୍ଚଳ ଶାନ୍ତି କମିଟି ବୈଠକ ପରେ ପୋଲିସ କମିଶନର ସୂଚନା ଦେଇଛନ୍ତି। ଆସନ୍ତା ଅକ୍ଟୋବର ୧୪ରେ ଭସାଣି ହେବାକୁ ଥିବା ବେଳେ ଡିଜେକୁ ବାରଣ କରାଯାଇଛି।

ତେବେ ରାତି ୧୨ଟା ଯାଏ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିପାରିବ ବୋଲି ଅନୁମତି ଦେଇଛନ୍ତି ପୋଲିସ କମିଶନର। ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବାଜିପାରିବ। ଜୋରଜବରଦସ୍ତ ଚାନ୍ଦା ମାଗିଲେ କିମ୍ବା ଡିଜେ ବଜାଇଲେ ସମ୍ପୃକ୍ତ ବ୍ୟକ୍ତିଙ୍କ ନାଁରେ ମାମଲା ରୁଜୁ ହେବା ସହ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ପୋଲିସ କମିଶନର।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+