ବାତିଲ୍ ହେଲା DL ଓ LL ଟେଷ୍ଟ, ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ସମସ୍ତ ଟେଷ୍ଟକୁ ବାତିଲ କଲା ପରିବହନ ବିଭାଗ
ଆସନ୍ତା ୨୨ତାରିଖରୁ ହେବାକୁ ଥିବା DL, LL ଟେଷ୍ଟ ବାତିଲ୍ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଡିଏଲ ଓ ଏଲଏଲ ଟେଷ୍ଟକୁ ବାତିଲ କରିଛି ରାଜ୍ୟ ପରିବହନ ବିଭାଗ ।
ଭୁବନେଶ୍ୱର: ଆସନ୍ତା ୨୨ତାରିଖରୁ ହେବାକୁ ଥିବା DL, LL ଟେଷ୍ଟ ବାତିଲ୍ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସମସ୍ତ ଡିଏଲ ଓ ଏଲଏଲ ଟେଷ୍ଟକୁ ବାତିଲ କରିଛି ରାଜ୍ୟ ପରିବହନ ବିଭାଗ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ ସମସ୍ତ ଟେଷ୍ଟକୁ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛି ପରିବହନ ବିଭାଗ ।

ଏ ବାବଦରେ ସୋସିଆଲ ମିଡ଼ିଆରେ ଲୋକଙ୍କୁ ସୂଚିତ କରିବାକୁ ପରିବହନ ବିଭାଗ ପକ୍ଷରୁ ସମସ୍ତ ଆରଟିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆସନ୍ତା ୨୨ତାରିଖରୁ ହେବାକୁ ଥିବା ସମସ୍ତ ଟେଷ୍ଟକୁ ବାତିଲ କରାଯାଇଛି । ଏପରିକି କୌଣସି ଆରଟିଓରେ ହୋଇପାରିବନି DL ଓ LL ଟେଷ୍ଟ । ପରବର୍ତ୍ତୀ ନିର୍ଦ୍ଦେଶ ଯାଏଁ DL, LL ଟେଷ୍ଟ ବାତିଲ କରିବାକୁ ପରିବହନ ବିଭାଗର ନିଷ୍ପତ୍ତି ।
In view of situation arising out of Covid-19, STA has cancelled the DL test and LL test in all RTOs across the state wef 22.4.2021 till further orders. pic.twitter.com/HzU51bWFZl
— STA Odisha (@STAOdisha) April 20, 2021
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications