Get Updates
Get notified of breaking news, exclusive insights, and must-see stories!

୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ: ମୁକେଶ ମହାଲିଙ୍ଗ

ପୁରୀରେ ନବମ ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଛି। ଶୁକ୍ରବାର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଉଦ୍‌ଘାଟନ କରିଛନ୍ତି। ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି। ଏହି ସ୍ବାସ୍ଥ୍ୟ ସମ୍ମିଳନୀ ୨ ଦିନ ଚାଲିବ।

ଜାତୀୟ ସ୍ବାସ୍ଥ୍ୟ ସମ୍ମିଳନୀରେ ସ୍ବାସ୍ଥ୍ୟ ମନ୍ତ୍ରୀ ବଡ଼ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ୨ ବର୍ଷ ଭିତରେ ପୂରଣ ହେବ ଡାକ୍ତର ଓ ପାରା ମେଡିକାଲ ପଦବୀ । ଓଡ଼ିଶାରେ ୨୦୦ଟି ଡେ କେୟାର କ୍ୟାନ୍ସର ହସ୍ପିଟାଲ ହେବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି।

Mukesh Mahaling
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+