Get Updates
Get notified of breaking news, exclusive insights, and must-see stories!

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି, ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି । ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ । କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି । ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି ।

Mukesh Mahaling

ବିଧାନସଭାର ଚାଲିଥିବା ଶୀତ ଅଧିବେଶନ ଆଜି ଦଶମ ଦିନରେ ପହଞ୍ଚିଛି । ଗୃହ କାର୍ଯ୍ୟ ଆରମ୍ଭରୁ ଆଜିର ବାତାବରଣ ବେଶ୍ ସ୍ୱାଭାବିକ ରହିଥିବା ଦେଖିବାକୁ ମିଳିଛି । ବିଶେଷକରି ଆଜିର ପ୍ରଶ୍ନକାଳ କାର୍ଯ୍ୟକ୍ରମ କୌଣସି ବାଧାବିଘ୍ନ ନ ଥାଇ ସୁରୁଖୁରୁରେ ଚାଲିଛି । ବିଧାୟକମାନେ ରାଜ୍ୟର ବିଭିନ୍ନ ମୌଳିକ ସମସ୍ୟା ଉପରେ ପ୍ରଶ୍ନ କରୁଛନ୍ତି ଏବଂ ବିଭାଗୀୟ ମନ୍ତ୍ରୀମାନେ ଏହାର ଯଥାଯଥ ଉତ୍ତର ରଖୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+