ରାଜଧାନୀରେ ହେବ କୁକୁର ଗଣନା, ସୂଚନା ଦେଲେ ବିଏମସି ମେୟର
ରାଜଧାନୀ ଭୁବନେଶ୍ୱରରେ ହେବ ଉବୟ ବୁଲା ଏବଂ ପୋଷା କୁକୁରର ଗଣନା। ଏନେଇ ସୂଚନା ଦେଇଛନ୍ତି ବିଏମସି ମେୟର ସୁଲୋଚନା ଦାସ। ସେ କହିଛନ୍ତି ଯେ, କୁକୁରଙ୍କ କାନରେ ଟ୍ୟାଗ ଲଗାଯିବ। ଏହାର ସବୁ ତଥ୍ୟ ବିଏମସି ପାଖରେ ରହିବ। ସେ ଆହୁରି କହିଛନ୍ତି ଯେ, ପୋଷା କୁକୁର ମାଲିକ କିଏ, ବୁଲା କୁକୁର କୁଆଡ଼େ ଯାଉଛନ୍ତି, ସବୁ ତଥ୍ୟ ରହିବ। ବନ୍ଧ୍ୟାକରଣ ଓ ଭ୍ୟାକ୍ସିନ ହୋଇଛି କି ନାହିଁ ସମସ୍ତ ତଥ୍ୟ ରହିବ। ଏହା ଦ୍ୱାରା ସହର ସୁନ୍ଦର ରହିବ, କୁକୁର ସୁରକ୍ଷିତ ରହିବେ।
ବିଏମ୍ସି ମେୟର କହିଛନ୍ତି, ରାଜଧାନୀରେ ବିଏମସି କୁକୁର ଗଣନା କରିବ। ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ଗଣନା ହେବ। କୁକୁରମାନଙ୍କର କାନରେ ଟ୍ୟାଗ୍ ଲାଗିବ। ବିଏମ୍ସି ପାଖରେ କୁକୁରଙ୍କ ସମସ୍ତ ତଥ୍ଯ ରହିବ। ଏନେଇ ରାଜଧାନୀର ସେନ୍ସେସ ପ୍ରୋଗ୍ରାମ କରାଯିବ।

ପୋଷା କୁକୁର ମାଲିକ କିଏ ଓ ବୁଲା କୁକୁର କାଉଠୁ ଯାଇଛନ୍ତି ଟ୍ୟାଗାରେ ତଥ୍ୟ ରହିବ। ବନ୍ଧ୍ୟାକରଣ ଓ ଭେକସିନ ହେଇଛି କି ନାହିଁ ସମସ୍ତ ତଥ୍ୟ ଚିପ୍ରେ ରହିବ। ଏହା ଦ୍ବାରା କୁକୁରାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଜାଣିହେବ। ରାଜଧାନୀରେ କେତେ କୁକୁର ଅଛନ୍ତି ଜଣା ପଡ଼ିବ। ବନ୍ଧ୍ୟାକରଣ ପରେ କୁକୁର ସଂଖ୍ୟା ବଢୁଛି କି କମିଛି ନଜର ରହିବ। ୮୦ ହାଜରରୁ ଊର୍ଦ୍ଧ୍ବ କୁକୁର ଭୁବନେଶ୍ବର ବିଭିନ୍ନ ଅଞ୍ଚଳରେ ଅଛନ୍ତି। ବିଏମ୍ସି ପାଖରେ ଘରେ ରଖୁଥିବା ପୋଷା କୁକୁରଙ୍କ ତଥ୍ୟ ରହିପାରିବ। ଟ୍ୟାଗ୍ ଲାଗିଲେ ସହର ସୁନ୍ଦର ରହିବ।କୁକୁର ସୁରକ୍ଷିତ ରହିବେ।
-
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଫାରୁକ୍ ଅବ୍ଦୁଲ୍ଲାଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା -
ଆସନ୍ତା ୧୫ରୁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା! -
ମିଳୁନି ସିଲିଣ୍ଡର ; ଘରେ ଲୁଚାଇ ରଖିଥିଲେ ୫୫ ଗ୍ୟାସ୍ ସିଲିଣ୍ଡର, ଜବତ କଲା ପ୍ରଶାସନ -
ଯୁଦ୍ଧ ପ୍ରଭାବ ; ମହଙ୍ଗା ହେବ ପାଣି, ବଢିଲା ଠିପି ଦର -
କ୍ରସ ଭୋଟିଂ ଭୟ: ବେଙ୍ଗାଳୁରୁ ଗଲେ କଂଗ୍ରେସ ବିଧାୟକ -
ପୁଣି ଆଫଗାନିସ୍ତାନ ଉପରେ ପାକିସ୍ତାନର ଆକ୍ରମଣ, ଅନେକ ମୃତାହତ -
ହର୍ମୁଜ ପ୍ରଣାଳୀ ବନ୍ଦ ରହିବା ଉଚିତ୍- ମୋଜତାବା












Click it and Unblock the Notifications