ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ୍ ଗଣନା
ଆସନ୍ତାକାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଚିଲିକାରେ ହେବ ଡଲଫିନ୍ ଗଣନା । ଚିଲିକା ସଂଲଗ୍ନ ବାଲୁଗାଁ ଓ ସାତପଡ଼ାରେ ଚାଲିବ ଡଲଫିନ୍ ଗଣନା । ଡଲଫିନ୍ ଗଣନା ପାଇଁ ଗଠନ ହେଲା ୧୮ଟି ସ୍ୱତନ୍ତ୍ର ଟିମ୍ ।
ଜଣେ ବିଶେଷଜ୍ଞଙ୍କ ସହ ରହିବେ ୩ରୁ ୫ ଗଣନାକାରୀ । ଚିଲିକାର ସମସ୍ତ ବୋଟ୍ ଆସୋସିଏସନ୍କୁ ଦିଆଗଲା ସୂଚନା। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଡଙ୍ଗା ଚଳାଚଳ ବନ୍ଦ ।













Click it and Unblock the Notifications