ପୀତବାସ ହତ୍ୟା: ଅଭିଯୁକ୍ତ ବିକ୍ରମ ପଣ୍ଡାଙ୍କ ଜାମିନ୍ ଆବେଦନ ଖାରଜ

ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ଘଟଣାରେ ପୂର୍ବତନ ବିଧାୟକ ବିକ୍ରମଙ୍କ ସମେତ ୫ ଅଭିଯୁକ୍ତଙ୍କ ଜାମିନ୍ ଖାରଜ ହୋଇଛି। ଅଭିଯୁକ୍ତ ମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ମେୟର ଶିବ ଶଙ୍କର ଦାଶ ଓରଫ ପିଣ୍ଟୁ ,ଆଇନଜୀବୀ ମଦନ ମୋହନ ଦଳାଇ, ସୁନିଲ ହୋତା ଏବଂ ଶୂନ୍ୟ ଦାସ। ଅତିରିକ୍ତ ଜିଲ୍ଲା ଓ ଦୌରାଜର୍ଜ ଏମାନଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି।

Vikram Panda
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+