ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ, ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ
ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ । ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ ।ଭିତ୍ତିଭୂମି କାର୍ଯ୍ୟ ସରିଛି, ଖୁବ୍ କମ ଦିନରେ କାର୍ଯ୍ୟକ୍ଷମ ହେବ' । ଯାହା ଦ୍ୱାରା ପାଣିପାଗର ନିଖୁଣ ଆକଳନ କରାଯାଇପାରିବ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି।













Click it and Unblock the Notifications