୮ ଶହ ଏକରରେ ନୂଆ ଭୁବନେଶ୍ବର ପାଇଁ ଡିପିଆର ପ୍ରସ୍ତୁତ ହେବ, ସୂଚନା ଦେଲେ ମନ୍ତ୍ରୀ
୮ ଶହ ଏକରରେ ନୂଆ ଭୁବନେଶ୍ବର ପାଇଁ ଡିପିଆର ପ୍ରସ୍ତୁତ ହେବ ।ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ନୂଆ ସହର ରୂପରେଖ ପାଇଁ ସିଙ୍ଗାପୁରର ଏକ କମ୍ପାନୀକୁ ଦାୟିତ୍ବ ଦିଆଯାଇଛି । ସମସ୍ତ ସୁବିଧା କିପରି ରହିପାରିବ ସେନେଇ ଡିପିଆର ପ୍ରସ୍ତୁତ ହେବ ।

ସହରକୁ ସଜାଡିବାକୁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି କୃଷ୍ଣଚନ୍ଦ୍ର ମହାପାତ୍ର ।












Click it and Unblock the Notifications