ଚିଲିକାର ପୁନରୁଦ୍ଧାର ପାଇଁ ହେବ DPR

ମନ୍ତ୍ରୀ ପୃଥୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜୈବ ବିବିଧତା ଏବଂ ଚିଲିକା ହ୍ରଦର ପୁନର୍ବିକାଶ ଉପରେ ଗୁରୁତ୍ୱ ଦିଆଯାଇଛି।

Chileka

ଏହି ଅବସରରେ ମନ୍ତ୍ରୀ କହିଛନ୍ତି ଯେ, ଚଳିକା ମୁହାଣ ପୋତି ହେବା କାରଣରୁ ପାଣି ସମୁଦ୍ରକୁ ଠିକ୍‌ ଭାବେ ଯାଇପାରୁ ନାହିଁ। ଏପରିକି ସମୁଦ୍ର ପାଣି ମଧ୍ୟ ଚିଲିକା ମଧ୍ୟକୁ ଠିକ ଭାବେ ପ୍ରବେଶ କରିପାରୁ ନାହିଁ। ଫଳରେ ଚିଲିକା ଜଳର କ୍ଷାରୀୟତା ନଷ୍ଟ ହେଉଛି। ଫଳରେ ଜୈବ ବିବିଧତା ସନ୍ତୁଳନ ରହିପାରୁ ନାହିଁ।

ଏନେଇ ଚିଲିକାର ପୁନରୁଦ୍ଧାର କରାଯିବ। ପୁନରୁଦ୍ଧାର ପାଇଁ ବିସ୍ତୃତ ପ୍ରକଳ୍ପ ରିପୋର୍ଟ(DPR) ପ୍ରସ୍ତୁତ ହେବ। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଏବଂ ଆଇଆଇଟି ଚେନ୍ନାଇକୁ DPR ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ମନ୍ତ୍ରୀ ପ୍ରକାଶ କରିଛନ୍ତି। ବୈଠକରେ ପୁରୀ ଏମ୍‌ପି ସମ୍ବିତ ପାତ୍ରଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରମୁଖ ଉପସ୍ଥିତି ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+