ଡ. ଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀର ସଚିବ, ୨୮ରେ ନେବେ ଦାୟିତ୍ବ

ଡ. ଚନ୍ଦ୍ରଶେଖର ହୋତା ଓଡ଼ିଶା ସାହିତ୍ୟ ଏକାଡେମୀ ନୂତନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

Dr Chandrashekhar Hota

ଏତଦବ୍ୟତୀତ ଡ. ହୋତା ସଙ୍ଗୀତ ନାଟକ ଏକାଡେମୀର ସଚିବ ଦାୟିତ୍ୱରେ ରହିବେ । ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ଦାୟିତ୍ୱରେ ରହିବେ । ତେବେ ୨୮ ତାରିଖରୁ ଓଡିଆ ସାହିତ୍ୟ ଏକାଡେମୀ ସଚିବ ଭାବେ ସେ ଦାୟିତ୍ୱ ଗ୍ରହଣ କରିବେ ।

ପୋଲିସ ଚାକିରି କରୁଥିବା ଚନ୍ଦ୍ରଶେଖର ହୋତା ଜଣେ ଉଚ୍ଚକୋଟିର ଲେଖକ । ପ୍ରବନ୍ଧ, ରଚନା ଲେଖନୀଠାରୁ ଆରମ୍ଭ କରି ସ୍ତମ୍ଭ ଲେଖାରେ ମଧ୍ୟ ସେ ବେଶ୍ ନିପୁଣ ।

ଆହୁରି ପଢନ୍ତୁ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+