ଜାନୁଆରି ୩ରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି

ଜାନୁଆରୀ ୩ ତାରିଖରେ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରିବାବୁ କମ୍ଭମ୍‌ପତି। ରାଜଭବନରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଗୁରୁବାର ସେ ଭୁବନେଶ୍ଵରରେ ପହଞ୍ଚିବେ। ପହଞ୍ଚିବା ପରେ ପୁରୀ ଯାଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବେ।

Dr Hari Babu Kambhampati

ଏହାପରେ ୩ ତାରିଖରେ ଓଡ଼ିଶାର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ହରିବାବୁ କମ୍ଭମ୍‌ପତି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୨୪ରେ ତାଙ୍କୁ ଓଡ଼ିିଶାର ପରବର୍ତ୍ତୀ ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+