ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା, ଏକକାଳୀନ ୬ ସ୍ଥାନରେ ରେଡ୍
ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ଦେବାଶିଷ ପଣ୍ଡା । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରାଯାଉଛି । ସମ୍ୱଲପୁର ଘର ଓ ଅଫିସ୍ ସମେତ ୭ଟି ସ୍ଥାନରେ ଚଢାଉ। ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ ଚଢାଉ ଜାରି । ଚଢାଉରେ ୪ DSP, ୧୦ ଇନ୍ସପେକ୍ଟର ଓ ୪ ASI ସାମିଲ୍ ।













Click it and Unblock the Notifications