ସେବାୟତଙ୍କ ମଧ୍ୟରେ ବିବାଦ ଯୋଗୁଁ ୫ଘଣ୍ଟା ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି ବିଳମ୍ବ । ସେବାୟତଙ୍କ ଭିତରେ ବିବାଦ ପାଇଁ ବିଳମ୍ବରେ ଚାଲିଛି ନୀତି । ମଙ୍ଗଳବାର ଏକାଦଶୀରେ ମହାପ୍ରଭୁଙ୍କ ବିବାହ ନୀତି ହେବାକୁ ଥିବାବେଳେ ସେବାୟତଙ୍କ ମଧ୍ୟରେ ବିବାଦ ହୋଇଥିଲା । ଫଳରେ ୫ ଘଣ୍ଟା ବିଳମ୍ବ ହୋଇଥିଲା ଶ୍ରୀଜିଉଙ୍କ ନୀତିକାନ୍ତି ।

Puri temple

ଗତକାଲି ରାତି ସମୟରେ ପୂଜାପଣ୍ଡା ଏବଂ ସିଙ୍ଗାରୀ ସେବାୟତଙ୍କ ଭିତରେ ବିବାଦ ହୋଇଥିଲା । ଫଳରେ ହୋଇ ପାରିନଥିଲା ମହାପ୍ରଭୁଙ୍କ ବିବାହ ପାଇଁ ଆବଶ୍ୟକ ନୀତି । ଆଜି ସକାଳୁ ଏହି ନୀତି କରାଯାଉଛି । ଶ୍ରୀଜିଉଙ୍କ ନୀତିରେ ବିଶୃଙ୍ଖଳା ନେଇ ଅସନ୍ତୋଷ ପ୍ରକାଶ ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+