ଫିକା ପଡ଼ିବ ଦୁର୍ଗା ପୂଜା, ୨୫ ରେ ପୁଣି ଏକ ଲଘୁଚାପ !

ବର୍ଷାରେ ଭିଜବ ପାର୍ବଣ । ୨୫ରେ ପୁଣି ଏକ ଲଘୁଚାପ । ଓଡ଼ିଶା ଉପରେ ସକ୍ରିୟ ରହୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଭାବରେ ଓଡ଼ିଶାରେ ଲାଗି ରହିଛି ବର୍ଷା । ଆସନ୍ତା ୨୫, ୨୬ ତାରିଖ ଆଡଡକୁ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ତାହା ଘନୀଭୂତ ହୋଇ ଅବପାତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୨୬ ତାରିଖରୁ ପାଗରେ ପରିବର୍ତ୍ତନ ହେବ ।

low pressure

୨୭ ଓ ୨୮ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ । ବିଶେଷକରି ଦକ୍ଷିଣ ଓଡ଼ିଶାରେ ଏହାର ଅଧିକ ପ୍ରଭାବ ପଡିବ । ୨୯ ତାରିଖରେ ଅବପାତଟି ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ । ୩୦ ତାରିଖ ପରେ ପାଗ ଶୁଖିଲା ରହିବ। ଆଜି ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ୨୦ ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+