ରାଜ୍ୟରେ ଆରମ୍ଭ ହେଲା ଇ-ଲେକଚର ବ୍ୟବସ୍ଥା

ଭୁବନେଶ୍ୱର: ଉଚ୍ଚ ଶିକ୍ଷା ସଂସ୍କାରରେ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି । ଆରମ୍ଭ ହେଲା ଇ-ଲେକଚର ବ୍ୟବସ୍ଥା ଯେଉଁଥିରେ କଲେଜ ଓ ବିଶ୍ଵବିଦ୍ୟାଳୟର ୧୧ଟି ବିଷୟବସ୍ତୁ ଅପଲୋଡ଼ କରାଯାଇଛି । ଏହା ଉତ୍କଳ ବିଶ୍ଵବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ କରାଯାଇଛି । ତେବେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳକୁ ଚିଠି ଲେଖି ଭରଚୁଆଲ ପ୍ଲାଟଫର୍ମରେ ସୁବିଧା ନେବାକୁ ଉଚ୍ଚଶିକ୍ଷା ସ୍ୱତନ୍ତ୍ର ସଚିବଙ୍କ ପକ୍ଷରୁ ସୂଚନା ଜାରି କରାଯାଇଛି ।

E-LECTURE

ସୂଚନା ଅନୁସାରେ, vtputkal.odisha.gov.in ଲିଙ୍କରେ କ୍ଲିକ୍ କରି ୪ଟି ସେମିଷ୍ଟାରର କୋର୍ସ ପଢି ପାରିବେ ଛାତ୍ରଛାତ୍ରୀ । ଘରେ ବସି ସେମିଷ୍ଟାର ପାଇଁ ପ୍ରସ୍ତୁତ ହୋଇପାରିବେ ଛାତ୍ରଛାତ୍ରୀ । ଫିଜିକ୍ସ, କେମେଷ୍ଟ୍ରି, ବଟାନି, ଜୁଲୋଜି, ପଲିଟିକାଲ ସାଇନ୍ସ, ଓଡ଼ିଆ, ହିଷ୍ଟ୍ରି, ଇଂଲିଶ, ସାଇକୋଲୋଜି, କମର୍ସ ଓ ଇକୋନୋମିକ୍ସ ପରି ୧୧ଟି କଲେଜ ଓ ବିଶ୍ଵବିଦ୍ୟାଳୟ ସ୍ତରୀୟ ପାଠ୍ୟକ୍ରମ ଏହି ପୋର୍ଟାଲରେ ଅପଲୋଡ଼ ହୋଇଛି । ରୁଷା ଓ ଓଡ଼ିଶା ସରକାରଙ୍କ ଦ୍ୱାରା ଏହି କାର୍ଯ୍ୟକ୍ରମ କରିବାର ମୁଖ୍ୟ କାରଣ ହେଉଛି ଉଭୟ ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ପାଇଁ ନୂତନ ସମ୍ଭାବନା ସୃଷ୍ଟି କରିବା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+