ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍, ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ମୋବାଇଲ୍ ଆପରେ ମିଳିବ ସମସ୍ତ ରାଜସ୍ବ ସେବା। ରାଜସ୍ବ ସେବା ପାଇଁ ଆସିଲା ଇ-ରେଜିଷ୍ଟ୍ରେସନ୍ ଆପ୍। ଘରେ ବସି ଲୋକେ ପାଇବେ ସମସ୍ତ ରାଜସ୍ୱ ସଂକ୍ରାନ୍ତ ସୁବିଧା । ଇ-ରେଜିଷ୍ଟ୍ରେସନ୍ ଆପ୍‌କୁ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ। ଏଣିକି ଜମିଜମା ପଞ୍ଜୀକରଣ ପାଇଁ ଅନଲାଇନ୍ ସ୍ଲଟ୍ ବୁକିଙ୍ଗ୍। ଛୋଟ କାମ ପାଇଁ ଆଉ ରାଜସ୍ୱ କାର୍ଯ୍ୟାଳୟକୁ ଦୌଡ଼ିବାକୁ ପଡ଼ିବନି ।

E-registration app

ଆପ୍‌ରେ ବିଭିନ୍ନ ପ୍ରକାର ସେବା ପାଇଁ ଆବେଦନ ହୋଇପାରିବ । ବିଭିନ୍ନ ଜାଗଜପତ୍ର ଆଦି ଅନ୍‌ଲାଇନ୍‌ରେ ଡାଉନ୍‌ଲୋଡ୍ କରିହେବ । ଜମିଜମା ପଞ୍ଜୀକରଣ ପାଇଁ ଅନଲାଇନ୍ ସ୍ଲଟ୍ ବୁକିଙ୍ଗ୍, ବ୍ଳକ୍ ହୋଇଥିବା ସ୍ଲଟ ର ସ୍ଥିତି ଜାଣିବା, ଏନ୍‌କ୍ୟୁମ୍‌ବ୍ରାନ୍ସ ସାର୍ଟିଫିକେଟ ପାଇଁ ଆବେଦନ , ପ୍ରମାଣକୃତ ନକଲ ପାଇଁ ଆବେଦନ , ନିଜର ସବ୍‌ରେଜିଷ୍ଟ୍ରର କାର୍ଯ୍ୟାଳୟ ଜାଣିବା , ଜମିର ସରକାରୀ ନିର୍ଦ୍ଧାରିତ ମୂଲ୍ୟ ଜାଣିବା , ପରିଦର୍ଶକ ମୂଳକ ପଞ୍ଜୀକରଣ ନିମନ୍ତେ ଆବେଦନ ଭଳି ସୁବିଧା ମୋବାଇଲ୍ ଆପରେ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+