ସକାଳୁ ସକାଳୁ ଓଡିଶାରେ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ

ସକାଳୁ ସକାଳୁ ଓଡିଶାରେ ଭୂକମ୍ପ ଝଟକା । ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ମୃଦୁ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରେକର୍ଡ ହୋଇଛି ।

ସକାଳ ୬ଟା ୧୦ମିନିଟରେ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି । ୨ରୁ ୩ ସେକେଣ୍ଡ ଯାଏଁ ପ୍ରଭାବ ଅନୁଭୂତ ହୋଇଥିଲା । ଭୁବନେଶ୍ଵର, ବାଲେଶ୍ଵର, ପାରାଦୀପ ସମେତ କୋଲକାତାରେ ପ୍ରଭାବ ଅନୁଭୂତ ହୋଇଛି । ବଙ୍ଗୋପାସାଗରରେ ଭୂମିକମ୍ପର କେନ୍ଦ୍ରସ୍ଥଳ ରହିଥିବା ସୂଚନା ମିଳିଛି।

Earthquake in Odisha

ପୁରୀରୁ ୨୮୬ ଓ ଭୁବନେଶ୍ଵରରୁ ୨୯୭ କିମି ଏବଂ ବ୍ରହ୍ମପୁରଠାରୁ ୩୯୪ କିମି ଦୂରରେ ଏହାର କେନ୍ଦ୍ରସ୍ଥଳ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+