ଅର୍ଚ୍ଚନା ନାଗ୍‌ଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଟିମ୍, ଅର୍ଥ କାରବାର ମାମଲାରେ EDର ଛାନ୍‌ଭିନ୍

ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି।

Archana Nag

ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି ପକ୍ଷରୁ ଅର୍ଚ୍ଚନାଙ୍କୁ ଉକ୍ତ ଘର ଛାଡ଼ିବାକୁ ନିର୍ଦେଶ ଦିଆଯାଇଥିଲା। ହେଲେ ସେ ଇଡି ନିର୍ଦେଶ ଅବମାନନା କରିଥିବା ଜଣାପଡ଼ିଛି। ଇଡି ଉକ୍ତ ଘରକୁ ଜବତ କରିପାରେ ବୋଲି ଚର୍ଚ୍ଚା ହେଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+