ବଢ଼ିଲା ଅଙ୍ଗନବାଡି କେନ୍ଦ୍ର ପାଇଁ ଅଣ୍ଡା ଦର

ଅଙ୍ଗନବାଡି କେନ୍ଦ୍ରକୁ ଦିଆଯାଉଥିବା ଅଣ୍ଡା ଦର ବୃଦ୍ଧି ହୋଇଛି। ଶିଶୁଙ୍କ ପୋଷଣକୁ ଦୃଷ୍ଟିରେ ରଖି ଅଣ୍ଡାର ମୂଲ୍ୟ ୫ ଟଙ୍କାରୁ ୭ ଟଙ୍କାକୁ ବୃଦ୍ଧି କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ 'ଏକ୍ସ' ଜରିଆରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

Egg prices for Anganwadi center have increased

ଏ ବାବଦରେ ରାଜ୍ୟ ସରକାର ବର୍ଷକୁ ଅଧିକ ୧୭୫.୧୪ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଗତ କିଛି ମାସ ହେଲା ବଜାରରେ ଅଣ୍ଡା ଦର ବଢ଼ିଛି। ଦର ବୃଦ୍ଧି ଯୋଗୁ ପିଲାଙ୍କୁ ଅଣ୍ଡା ଦେବାରେ ଅଙ୍ଗନବାଡି କେନ୍ଦ୍ରଗୁଡ଼ିକ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଅଣ୍ଡା ଦର ବଢ଼ାଇବାକୁ ଦାବି ହେଉଥିଲା। ଏହାକୁ ବିଚାର କରି ସରକାର ଅଙ୍ଗନବାଡି କେନ୍ଦ୍ର ପାଇଁ ଅଣ୍ଡା ଦର ବଢାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+