୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ, ନିର୍ମାଣ ହେବ ବିଶାଳ ଲିଙ୍ଗରାଜଙ୍କ ମୂର୍ତ୍ତି
ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ। ଏ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି । ୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ । ନୂଆ କରି ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର ପ୍ରସ୍ତାବ ରହିଛି ।













Click it and Unblock the Notifications