୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନିର୍ବାଚନ କମିସନ
Odisha News: ଓଡ଼ିଶା ଆସୁଛନ୍ତି ନିର୍ବାଚନ କମିସନ । ନିର୍ବାଚନ ପାଇଁ କମିଶନ ଓ ଅଧିକାରୀମାନେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆସନ୍ତା ୧୫ ରୁ ୧୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହି ନିର୍ବାଚନ ସମୀକ୍ଷା କରିବେ ନିର୍ବାଚନ କମିସନ । ଏହି ସମୟରେ ସେ ରାଜ୍ୟ ପଦଧିକାରୀମାନଙ୍କ ସହ ସମୀକ୍ଷା କରିବେ । ସେହିପରି ରାଜନୈତୀକ ଦଳ ସହ ମଧ୍ୟ ଆଗାମୀ ନିର୍ବାଚନକୁ ନେଇ ଆଲୋଚନା କରାଯାଇପାରନ୍ତି ।

ସୂଚନାଥାଉ ଯେ, ଓଡ଼ିଶା ପୂର୍ବରୁ ଆନ୍ଧ୍ର ପ୍ରଦେଶ ଯାଇ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିଥିଲେ ନିର୍ବାଚନ ଆୟୋଗ । ନିଜ ଗସ୍ତ ସମୟରେ ଗଣମାଧ୍ୟମ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ସେହିପରି ନିର୍ବାଚନ ସମୟରେ କିପରି ସୁରକ୍ଷା ବ୍ୟବସ୍ଥା ରହିବ ସେ ଦିଗରେ ମଧ୍ୟ ଗୁରୁତ୍ୱାରୋପ କରାଯିବ ଏବଂ ଅଧିକରୁ ଅଧିକ ଲୋକେ କିପରି ମତଦାନ କରିବେ ସେ ଦିଗରେ ମଧ୍ୟ ସମୀକ୍ଷା କରାଯାଇ ପାରେ ।
More From
-
ମେଟ୍ରୋ ପ୍ରକଳ୍ପ ବାତିଲ ହୋଇନି: ନଗର ଉନ୍ନୟନ ମନ୍ତ୍ରୀ -
କାଳବୈଶାଖୀ ତାଣ୍ଡବରୁ ମିଳିବ ଆଶ୍ୱସ୍ତି, ୧୨ରୁ ପାରଦ ଉପରମୁହାଁ -
ଭୁବନେଶ୍ଵରରୁ ଯୁବକଙ୍କୁ ଉଠେଇନେଲା ଦିଲ୍ଲୀ ସ୍ପେଶାଲ ବ୍ରାଞ୍ଚ ପୋଲିସ -
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି , ୨୦୨୭ ଜାନୁଆରୀ ଯାଏଁ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ୍ କାର୍ଯ୍ୟକାଳ -
ମହାନଦୀ ଜଳ ବିବାଦ ମାମଲା : ଆଜି ଟ୍ରିବ୍ୟୁନାଲରେ ଗୁରୁତ୍ବପୂର୍ଣ୍ଣ ଶୁଣାଣି -
ଆଜି ସରିବ ବାହାର ରତ୍ନଭଣ୍ଡାର ଗଣତିମଣତି, ସୋମବାରଠୁ ଭିତର ଭଣ୍ଡାର ଗଣତି -
ମେ’ ୯ ଯାଏ ଘୁଞ୍ଚିଲା ଓଟିଇଟି ଆବେଦନ, ମାସେ ବଢ଼ାଇଲା ବୋର୍ଡ... -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ମେଟ୍ରୋ ପ୍ରକଳ୍ପ ବନ୍ଦ ନିଷ୍ପତ୍ତିର ପୁନର୍ବିଚାର ହେବ କି ? ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା !






Click it and Unblock the Notifications