ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ
ଲାଞ୍ଚ ନେଇ ଧରାପଡ଼ିଲେ ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ। ୨୦ ହଜାର ଲାଞ୍ଚ ନେଉଥିବାବେଳେ JE ପ୍ରଦେଶ ନାୟକଙ୍କୁ ଭିଜିଲାନ୍ସ ଧରିଛି। ସଦର ମହକୁମା ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ପରବେଶ ନାୟକ। ବିଦ୍ୟୁତ ସଂଯୋଗ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଉଥିଲେ। ସେହି ସମୟରେ ମାଡିବସିଲା ଭିଜିଲାନ୍ସ।

ଜୁନିଅର ଇଞ୍ଜିନିୟରଙ୍କ ସହ ଜଡିତ ଦୁଇଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି। ତେବେ କୋରାପୁଟ ଭିଜିଲାନ୍ସ ତାଙ୍କ ବିରୋଧରେ ପିଏସ ମାମଲା ନଂ ୦୧/୨୦୨୬, ୭ପିସି (ସଂଶୋଧନ) ଆଇନ, ୨୦୧୮ ଅନୁଯାୟୀ ରୁଜୁ କରି ତଦନ୍ତ ଜାରି ରଖିଛି।
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ






Click it and Unblock the Notifications