୪୮ ଘଣ୍ଟାରେ ବିଦ୍ୟୁତ୍‌ ପୁନଃସ୍ଥାପନ ; ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ

ବାତ୍ୟା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି । ସେ କହିଛନ୍ତି, ଶକ୍ତି ବିଭାଗ ତରଫରୁ ଇଲେକ୍ଟ୍ରିକ୍ ଖୁଣ୍ଟ ଭାଙ୍ଗିଲେ ତୁରନ୍ତ ସଜାଡିବା ପାଇଁ ବ୍ୟବସ୍ଥା ହୋଇଛି । ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ୯ ଜିଲ୍ଲାରେ ତାର, ଟ୍ରାନ୍ସଫର୍ମର, ଇଲେକ୍ଟ୍ରିକ୍ ଖୁଣ୍ଟ ମହଜୁଦ କରି ରଖାଯାଇଛି । ବାତ୍ୟା ଟଳିବାର ୪୮ ଘଣ୍ଟା ମଧରେ ଇଲେକ୍ଟ୍ରିକ୍ ରିଷ୍ଟୋର କରାଯିବ ।

Kanakbardhan Singhdeo

ବର୍ତ୍ତମାନ ଅମଳ ସମୟ ଥିବାରୁ ବର୍ଷା ହେଲେ ଧାନ ନଷ୍ଟ ହେବାର ସମ୍ଭାବନା ରହିଛି । ଜିଲ୍ଲାପାଳଙ୍କୁ ତୁରନ୍ତ ରିପୋର୍ଟ ଦେବା ପାଇଁ କୁହାଯାଇଛି । ଦାନା ସମୟରେ ୭ ଦିନ ଭିତରେ ଟଙ୍କା ଦିଆଯାଇଥିଲା । ଏବେ ମଧ୍ୟ ସେହି ଢଙ୍ଗରେ କ୍ଷତିପୂରଣ ଦିଆଯିବ ବୋଲି କନକ ବର୍ଦ୍ଧନ ସିଂଦେଓ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+