ରେଢାଖୋଲରେ ହାତୀ ମୃତ୍ୟୁ ମାମଲା: ୪ ବନ କର୍ମଚାରୀ ନିଲମ୍ବିତ
Odisha News: ରେଢାଖୋଲରେ ୩ ହାତୀ ମୃତ୍ୟୁ ମାମଲାରେ ଆକ୍ସନ ମୋଡରେ ବନ ବିଭାଗ । ୩ କ୍ଷେତ୍ର ବନ କର୍ମଚାରୀଙ୍କୁ ସସପେଣ୍ତ କଲା ବନ ବିଭାଗ । ସେହିପରି ୨ ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ ।ସେହିପରି ଚିହ୍ନଟ ୪ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣଙ୍କୁ ଗିରଫ କରାଯାଇଛି ।
ସେହିପରି ଫେରାର ଅଭିଯୁକ୍ତକୁ ପୋଲିସ ସହାୟତାରେ ବନ ବିଭାଗ ପକ୍ଷରୁ ଧରିବାକୁ ପ୍ରୟାସ ଜାରି ରହିଛି । ଡିଏଫଓ ଓ ରେଞ୍ଜ ଅଫିସରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବନ ବିଭାଗ ପକ୍ଷରୁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ ଆଜି ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରେ । ଅନ୍ୟପଟେ ହାତୀ ମୃତ୍ୟୁ ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହର ଚରଣ ମାଝୀ ।

ସୂଚନାଥାଉ ଯେ, ବାରହା ଶିକାର ପାଇଁ ବିଛାଯାଇଥିଲା ଇଲେକ୍ଟ୍ରି ତାର ସଂସ୍ପର୍ଶରେ ଆସି ହାତୀ ମୃତ୍ୟୁ ଘଟିଛି । ତେବେ ବନ କର୍ମଚାରୀଙ୍କ ଦାୟିତ୍ବ, ପାଟ୍ରୋଲିଂ କରି ବିଦ୍ୟୁତ ତାର ସଂଯୋଗ ବିଚ୍ଛିନ୍ନ କରିବା କଥା ବୋଲି ସୁଶାନ୍ତ ନନ୍ଦ କହିଛନ୍ତି ।
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications