ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା, ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଦୁଃଖ ପ୍ରକାଶ କରିବା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍‌ । ଭୁବନେଶ୍ବରରୁ ନାକଟିଦେଉଳ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍। ହୁକ ପକାଯାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ । ଘଟଣାରେ ସମ୍ପୃକ୍ତ କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ' । ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ ।

Elephant death

ସୂଚନା ଯୋଗ୍ୟ ଏହାକୁ ମିଶାଇ ଗୋଟିଏ ବର୍ଷ ମଧ୍ୟରେ ନାକଟିଦେଉଳ ସଦର ବନଖଣ୍ଡରେ ୫ଟି ହାତୀର ମୃତ୍ୟୁ ଘଟିଲାଣି । ୧୦ ମାସ ପୂର୍ବରୁ ଚହଟାପଦା ନିକଟରେ ଗୋଟିଏ ଏବଂ ୮ମାସ ପୂର୍ବରୁ ଘୋଷରାମାଳ ଗ୍ରାମ ବୁରୋମାଳ ଜଙ୍ଗଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ହୋଇଥିଲା । ଉଭୟ ଘଟଣାରେ ବିଦ୍ୟୁତ ହିଁ ପ୍ରମୁଖ କରଣ ବୋଲି ସ୍ପଷ୍ଟ ହୋଇଥିବା ଓ ବାରମ୍ବାର ବିଦ୍ୟୁତ ଆଘାତରେ ହାତୀଙ୍କ ଜୀବନ ଯିବା ବନ ବିଭାଗର ମୁଣ୍ଡ ବ୍ୟଥାର କାରଣ ସାଜିଛି । ବନ ବିଭାଗ ଓ ବିଦ୍ୟୁତ ବିଭାଗର ଅବହେଳାରୁ ବାରମ୍ବାର ହାତୀର ଜୀବନ ଯାଉଥିବାନେଇ ସାଧାରଣ ଜନତାଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ଘଟଣା ସ୍ଥଳରେ ବନବିଭାଗ ପହଂଚି ତଦନ୍ତ ଚଳାଉଥିବା ବେଳେ ଜଣକୁ ଅଟକ ରଖିଥିବା ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+