ବିଶିଷ୍ଟ କବି ଜୟନ୍ତ ମହାପାତ୍ରଙ୍କୁ କରୋନା: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ
ବିଶିଷ୍ଟ କବି ଜୟନ୍ତ ମହାପାତ୍ର କୋଭିଡ ଆକ୍ରାନ୍ତ । କଟକ ସ୍ଥିତ ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ୯୦ ବର୍ଷୀୟ ଏହି ଇଂରାଜୀ କବି କିଛି ଦିନ ହେବ ଜ୍ବରରେ ପୀଡିତ ଥିଲେ ।
ଭୁବନେଶ୍ୱର: ବିଶିଷ୍ଟ କବି ଜୟନ୍ତ ମହାପାତ୍ର କୋଭିଡ ଆକ୍ରାନ୍ତ । କଟକ ସ୍ଥିତ ଏସ୍ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ୯୦ ବର୍ଷୀୟ ଏହି ଇଂରାଜୀ କବି କିଛି ଦିନ ହେବ ଜ୍ବରରେ ପୀଡିତ ଥିଲେ । କୋଭିଡ ପଜିଟିଭ ଚିହ୍ନଟ ପରେ ସେ ଏବେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ରହିଥିବା ସ୍ଥିର ଥିବା ଚିକିତ୍ସା କରୁଥିବା ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି । କବି ଶ୍ରୀ ମହାପାତ୍ର କଟକ ତିନିକୋଣିଆ ବଗିଚାସ୍ଥିତ ତାଙ୍କ ବାସଭବନର ଏକାକୀ ରୁହନ୍ତି । ଜଣେ ମହିଳା ପରିଚାରିକା ତାଙ୍କର ଦେଖାଶୁଣା କରନ୍ତି ।
ତାଙ୍କୁ ୯୩ ବର୍ଷ ହୋଇଥିବାରୁ ଡାକ୍ତରଖାନାରେ ଭର୍ତି କରିବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ସେପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଷୀ ଲାଲ ଟ୍ୱିଟ କରି ଜୟନ୍ତ ମହାପାତ୍ରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
More From
-
IPS ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରଥଯାତ୍ରା ଦାୟିତ୍ୱ -
ଉପଭୋକ୍ତାମାନଙ୍କ ପାଇଁ ହେଲ୍ପଲାଇନ୍ ନମ୍ୱର ଜାରି କଲେ ଗ୍ୟାସ୍ କମ୍ପାନୀ -
ପୁଣି ଖସିଲା ସୁନା-ରୂପା ରେଟ୍ -
ନିର୍ବାଚନକୁ ନେଇ ମୁହଁ ଖୋଲିଲେ ନବୀନ: କହିଲେ ଭାଜପା..... -
ଇରାନ ଉପରେ ଟ୍ରମ୍ପଙ୍କ ବଡ଼ ଦାବି, କହିଦେଲେ କିଛି ଏମିତି....... -
'ଭାରତର DNAରେ ବିଜୟ ରହିଛି, ପାକିସ୍ତାନ ଉପରେ ରାଗି ଗଲେ ପୂର୍ବତନ ଖେଳାଳି -
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
୧ ଏପ୍ରିଲରୁ ଆୟକର ନିୟମରେ ହେବ ବଡ଼ ପରିବର୍ତ୍ତନ, ଆୟକର ବିଭାଗ ଆପଣଙ୍କର ସୋସିଆଲ ମିଡିଆ..... -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ












Click it and Unblock the Notifications