ବାତ୍ୟା ମୁକାବିଲା ପାଇଁ ବାଲେଶ୍ୱର ଯିବେ ଶକ୍ତିମନ୍ତ୍ରୀ

ବାତ୍ୟା ମୁକାବିଲା ପାଇଁ ବାଲେଶ୍ୱର ଯିବେ ଶକ୍ତିମନ୍ତ୍ରୀ । ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବାଲେଶ୍ବର ଯିବାକୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

ଭୁବନେଶ୍ୱର: ବାତ୍ୟା ମୁକାବିଲା ପାଇଁ ବାଲେଶ୍ୱର ଯିବେ ଶକ୍ତିମନ୍ତ୍ରୀ । ଶକ୍ତିମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ବାଲେଶ୍ବର ଯିବାକୁ ଦିବ୍ୟଶଙ୍କର ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ସେଠାରେ ରହି ଶକ୍ତିମନ୍ତ୍ରୀ ସ୍ଥିତି ଉପରେ ନଜର ରଖିବେ ମନ୍ତ୍ରୀ । ବାତ୍ୟା ମୁକାବିଲା ଓ ପରବର୍ତ୍ତୀ ସମୟର ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ଶକ୍ତିମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ।

 energy minister

ବଙ୍ଗୋପସାଗରେ ସୃଷ୍ଟି ଲଘୁଚାପ ଏବେ ବାତ୍ୟା ୟଶ ରେ ପରଣିତ ହୋଇସାରିଛି । ପାଣିପାଗ ବିଭାଗର ଆକଳନ ଅନୁଯାଇ ଏହି ସାମୁଦ୍ରିକ ଝଡ ୟାସ୍ ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ । ଏହି ସମୟରେ ପବନର ବେଳ ୧୫୫ରୁ ୧୬୫ କିଲୋମିଟର ପ୍ରତି ଘଣ୍ଟା ହେବାର ଆଶଙ୍କା ରହିଛି ।

ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟନ୍ ଅନୁସାରେ ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୬୦ କିଲୋମିଟର ଦୂରରେ ରହିଛି । ତେବେ ଶେଷ ଅପଡେଟ ସୁଦ୍ଧା ଏହି ଝଡ ଘଣ୍ଟାକୁ ୧୦ କିଲୋମିଟର ବେଗରେ ଉତ୍ତର ଓଡିଶା ଆଡକୁ ଆସୁଛି । ତେବେ ଯଦି ଏହି ଗତି ଜାରି ରହେ, ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ବେଳେ ବେଳେ ସର୍ବାଧିକ ୧୮୫ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+