ରାଉରକେଲାକୁ ୮୮୮୪ କୋଟିର ପ୍ରକଳ୍ପ ଭେଟି
ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା କରିଛନ୍ତି । ସେ ୮୮୮୪ କୋଟିର ୨୦ଟି ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି । ୬୮୩୨ ଚାକିରି ମଧ୍ୟ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୨ଟି ଏମଓୟୁ ଓ ୫ଟି ନିବେଶ ପ୍ରସ୍ତାବରେ ୫୨୦୨୬ କୋଟି ଲକ୍ଷ୍ୟ ରଖାଯାଇଛି । ୨୦୪୨୭ ଚାକିରି ସମ୍ଭାବନା ନେଇ ମୋହନ ମାଝୀ ଘୋଷଣା କରିଛନ୍ତି । ଓଡ଼ିଶାର ଶିଳ୍ପ ବିକାଶର ମୂଳ ଇଞ୍ଜିନ ଭାବେ ଉଭା ହୋଇଛି ପଶ୍ଚିମ ଓଡ଼ିଶା । ଆମେ ସର୍ବୋତ୍ତମ ହେବୁ ଏବଂ ସର୍ବୋତ୍ତମଙ୍କ ସହ ପ୍ରତିଯୋଗିତା କରିବୁ ।

ସେହିପରି ଷ୍ଟିଲ ପ୍ଲାଣ୍ଟର ସଂପ୍ରସାରଣ ନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଖୁବଶୀଘ୍ର ରାଉରକେଲା ବିମାନବନ୍ଦର ଓ ଷ୍ଟିଲ୍ ପ୍ଲାଣ୍ଟର ସମ୍ପ୍ରସାରଣ ହେବ । ଏନେଇ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି । ବିମାନବନ୍ଦରକୁ କାଟାଗୋରୀ-Cକୁ ବୃଦ୍ଧି କରିବାକୁ ଯୋଜନା ଚାଲିଛି । କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ଥିବା କହିଲେ ମୁଖ୍ୟମନ୍ତ୍ରୀ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications