ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ

ଭୁବନେଶ୍ୱର: ଆଜିି ବିଜେପି ଛାଡ଼ିଥିଲେ ରମାରଞ୍ଜନ ବଳିୟାରସିଂହ । ସତ୍ୟବାଦୀର ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେପିର ମୁଖପାତ୍ର ଥିଲେ ରମାରଞ୍ଜନ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିଲେ ତାଙ୍କର ଇସ୍ତଫା ପତ୍ର । ସେ ଇସ୍ତଫା ଦେବା ସହ ରାଜ୍ୟ ବିଜେପି ଉପରେ ବର୍ଷିଥିଲ । ରମାରଞ୍ଜନ ଇସ୍ତଫାପତ୍ରରେ ଲେଖିଥିଲେ ବର୍ଷ ବର୍ଷ ଧରି ଦଳ ଯେଉଁ ଦାୟିତ୍ୱ ଦେଇଛି ତାହା ନିଷ୍ଠାରସହ ତୁଲାଇଛି କିନ୍ତୁ ଦଳ କ୍ରମାଗତ ଭାବେ ସତ୍ୟବାଦୀ ଏବଂ ମୋତେ ପ୍ରତାରିତ କରିଛି ।

ramaranjan baliarsingh

ଏଣୁ ସେ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଥିଲେ । ଆଉ ବିଜେପି ଛାଡ଼ିବାର କିଛି ଘଣ୍ଟା ନ ପୁରୁଣୁ ସେ ଏବେ ବିଜେଡ଼ିରେ ହୋଇଛନ୍ତି ସାମିଲ । ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+