୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ
ଜଣେ ବୈଦ୍ୟୁତିକ ଠିକାଦାରଙ୍କଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ଦାବି କରିବା ଏବଂ ଗ୍ରହଣ କରିବା ଅଭିଯୋଗରେ ଭୁବନେଶ୍ୱରର ଟିପିସିଓଡିଏଲର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ (ଗୁଣବତ୍ତା) ତୁଷାରକାନ୍ତ ରାୟଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ରେଡ ବେଳେ ଯନ୍ତ୍ରୀଙ୍କ ଘରୁ ୯ ଲକ୍ଷ ୫୩ ହଜାର ଟଙ୍କା ଜବତ କରାଯାଇଛି।













Click it and Unblock the Notifications