ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ......
ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର 'ହୁଇପ୍'କୁ ନ ମାନି କ୍ରସ୍ ଭୋଟିଂ କରିଥିଲେ। କଂଗ୍ରେସ ଏହି ୩ ଜଣଙ୍କୁ ଦଳରୁ ନିଲମ୍ବିତ କରିଛି। କଂଗ୍ରେସରୁ ବହିଷ୍କୃତ ବିଧାୟକ ମହମ୍ମଦ ମୋକିମ ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଇଛନ୍ତି। ସେ କହିଛନ୍ତି, ଏହି ବିଧାୟକମାନେ ଗୋଟିଏ ପ୍ଲାଟଫର୍ମରେ ସାମିଲ ହୁଅନ୍ତି।













Click it and Unblock the Notifications