ଏକ୍ସପର୍ଟ ଆସି ରତ୍ନଭଣ୍ଡାର ଗଣତିମଣତି କରିବେ : ଆଇନ୍ ମନ୍ତ୍ରୀ
ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା । ୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ଚିଠି ଲେଖିଛନ୍ତି ସରକାର । RBI ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି କହିଲେ ଆଇନ ମନ୍ତ୍ରୀ।
ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ । କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ । ସେ ପ୍ରକ୍ରିୟା ସରିବା ପରେ RBI ଅଧିକାରୀଙ୍କୁ ତାରିଖ ଜଣାଯିବ । ଏହାପରେ ଏକ୍ସପର୍ଟ ଆସି ଗଣତିମଣତି କରିବେ ବୋଲି କହିଲେ ଆଇନ୍ ମନ୍ତ୍ରୀ ।













Click it and Unblock the Notifications