ବାତ୍ୟା 'ମୋନ୍ଥା' ପାଇଁ ଯୁକ୍ତ ୨ ଫର୍ମ ପୂରଣ ଅବଧି ବୃଦ୍ଧି, ନଭେମ୍ୱର ୩ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି

ମୋନ୍ଥା ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ଫର୍ମପୂରଣ ତାରିଖ। ଅକ୍ଟୋବର ୨୮ରେ ଶେଷ ହେଉଥିଲା ୨୦୨୬ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣ । କିନ୍ତୁ ବାତ୍ୟା ମୋନ୍ଥାର ପ୍ରଭାବ ପାଇଁ ଅନେକ କଲେଜରେ ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିନାହାନ୍ତି। ଏନେଇ କଲେଜ ଗୁଡ଼ିକ ଠାରୁ ନିବେଦନ ଆସିବା ପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

2

​​​​​​​ଖବର ଅନୁଯାୟୀ, ୨୦୨୬ ଯୁକ୍ତ ଦୁଇ ପରୀକ୍ଷା ଲାଗି ଫର୍ମ ପୂରଣ ଅକ୍ଟୋବର ୨୮ରେ ହେବାର ଥିଲା । ହେଲେ ବାତ୍ୟା ମୋନ୍ଥା ଲାଗି ଫର୍ମ ପୂରଣ ହୋଇପାରିନାହିଁ । ଯାହାକୁ ନେଇ ଅନେକ କଲେଜରେ ଫର୍ମ ପୂରଣ ହୋଇପାରିନଥିଲା । ଶେଷରେ ଅନେକ କଲେଜ ବୋର୍ଡକୁ ତାରିଖ ଅବଧିକୁ ବୃଦ୍ଧି କରିବା ଲାଗି ନିବେଦନ କରିଥିଲେ । କଲେଜଙ୍କ ଆବେଦନକୁ ବିଚାରକୁ ନେଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଯୁକ୍ତ ଦୁଇ ଫର୍ମପୂରଣ ପାଇଁ ତାରିଖ ନଭେମ୍ବର ୩ ତାରିଖ ଯାଏଁ ଘୁଞ୍ଚାଇଛନ୍ତି ବୋର୍ଡ କର୍ତ୍ତୃପକ୍ଷ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+