ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ ଫେକ୍‌ ଆକାଉଣ୍ଟ

Odisha News: ଜେଲ୍ ଏଡିଜି ଅମିତାଭ ଠାକୁରଙ୍କ ନାଁରେ ଫେକ୍‌ ଆକାଉଣ୍ଟ । ଇନଷ୍ଟାଗ୍ରାମରେ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ଅଭିଯୋଗ। ସାଇବର କ୍ରାଇମରେ ଅଭିଯୋଗ କଲେ ଅମିତାଭ ଠାକୁର। କୌଣସି ମେସେଜ ପାଇଲେ ଆର୍ଥିକ କାରବାର ନ କରିବାକୁ କହିଲେ ।

ଜେଲ୍‌ ଏଡିଜି ଅମିତାଭ ଠାକୁରଙ୍କ ନାଁରେ କେହି ଜଣେ ଫେକ୍‌ ଆକାଉଣ୍ଟ ଖୋଲିଥିବା ଜଣାପଡିଛି। ଇନ୍‌ଷ୍ଟାଗ୍ରାମରେ ଏକ ଫେକ୍‌ ଆକାଉଣ୍ଟ ଖୋଲାଯାଇଥିବା ନେଇ ଏଡିଜି ଠାକୁର ମଙ୍ଗଳବାର ସାଇବର କ୍ରାଇମରେ ଅଭିଯୋଗ କରିଛନ୍ତି। ଏହି ଫେକ୍‌ ଆକାଉଣ୍ଟରେ କୌଣସି ମେସେଜ ପାଇଲେ ଆର୍ଥିକ କାରବାର ନ କରିବାକୁ ଏଡିଜି ଠାକୁର ଲୋକଙ୍କୁ ଅନୁରୋଧ କରିଛନ୍ତି।

Amitabh Thakur

ଅନ୍ୟପକ୍ଷେ ଅଭିଯୋଗକୁ ଭିତ୍ତି କରି ଏକ ଟିମ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି। କିଏ ଏବଂ କେଉଁ ଉଦେଶ୍ୟରେ ଏହି ଫେକ୍‌ ଆକାଉଣ୍ଟ ଖୋଳାଯାଇଛି। ତାହାର ଖୋଲତାଡ଼ ଆରମ୍ଭ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+