୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ
ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫ କେଜି ଚାଉଳ । ୧୯ ଜିଲ୍ଲାରେ ପରିବାର ପିଛା ମିଳିବ ଅଧିକ ୫ କେଜି ଚାଉଳ।
୩ ମାସ ପାଇଁ ଅଧିକ ୫ କେଜି ଚାଉଳ ଦେବାକୁ ନିର୍ଦ୍ଦେଶ । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ଚାଉଳ ମିଳିବ । ଏନେଇ ୧୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ଯୋଗାଣ ବିଭାଗର ଚିଠି
-ଅନୁଗୁଳ, ବାଲେଶ୍ବର, ବରଗଡ଼, ଭଦ୍ରକ, କଟକ, ଦେବଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼, ପୁରୀ, ସମ୍ବଲପୁର ଓ ସୁନ୍ଦରଗଡ଼ ।













Click it and Unblock the Notifications