ଏହି ତାରିଖରୁ ଆରମ୍ଭ ବିଶ୍ୱ ପ୍ରସିଦ୍ଧ ବାଲିଯାତ୍ରା , ଏବେ ଠୁ ଆରମ୍ଭ ହେଲା ଜୋରଦାର ପ୍ରସ୍ତୁତି

କଟକ: ପାଖେଇ ଆସୁଛି ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରା । ଚଳଚଞ୍ଚଳ ହେବ ଐତିହାସିକ ବାଲିଯାତ୍ରା ପଡିଆ । ଐତିହାସିକ ଗଡଗଡ଼ିଆ ଘାଟରେ ମେଲିବ ପୂର୍ବଭାରତର ସର୍ବବୃହତ ଟ୍ରେଡ ଫେୟାର । ଏଥିପାଇଁ ଜୋରଦାର ପ୍ରସ୍ତୁତି ଚଲାଇଛି କଟକ ଜିଲ୍ଲା ପ୍ରଶାସନ । ଚଳିତ ଥର ନଭେମ୍ବର ୧୫ରୁ ଆରମ୍ଭ ହେଉଛି ଐତିହାସିକ ବାଲିଯାତ୍ରା ।

ଏଥିପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି ଜିଲ୍ଲା ପ୍ରଶାସନ । ବୁଧବାର ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଚଳିତ ବର୍ଷ ବୃଦ୍ଧି ପାଇବ ବାଲିଯାତ୍ରାର କଳେବର । ବୁଧବାର,ଶୁକ୍ରବାର ଓ ରବିବାର ଭିଡକୁ ନେଇ ହେବ ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରଥମ ଥର ବାଲିଯାତ୍ରା ପଡିଆରେ ରହିବ ଗ୍ରୀନ କରିଡର । ବଢିବ ପାର୍କିଂ ସ୍ଥଳ ସଂଖ୍ୟା ।

Famous Bali Jatra in Cuttack to begin from November 15

ବାଲିଯାତ୍ରା ପଡିଆରେ ରହିବ ୫ଟି ଆମ୍ବୁଲାନ୍ସ । ଓରମାସ୍ ଷ୍ଟଲ ସଂଖ୍ୟା ୫ଶହକୁ ବୃଦ୍ଧି ପାଇବ ବୋଲି କହିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ ସିନ୍ଧେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+