ବିଲରେ କାମ କରୁଥିଲେ, ବଜ୍ରାଘାତ ନେଲା ଜୀବନ
ପୁରୀ ଜିଲ୍ଲା କୋଣାର୍କରେ ବଜ୍ରାଘାତ ନେଲା ଜୀବନ। ବିଲରେ କାମ କରୁଥିବା ସମୟରେ ବଜ୍ରାଘାତରେ ଟଳି ପଡ଼ିଥିବା ସୂଚନା ମିଳିଛି। କନ୍ତିମାଳ ଗାଁର ଚାଷୀ ବିଲରେ କାମ କରୁଥିବା ସମୟରେ ହୋଇଥିଲା ବଜ୍ରାଘାତ।

ଗୁରୁତର ଅବସ୍ଥାରେ ବ୍ୟକ୍ତିଙ୍କୁ ବାଙ୍ଗୁରିଗାଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।












Click it and Unblock the Notifications