ବଢ଼ିବ ଚାଷୀ ପଞ୍ଜୀକରଣ ସମୟ ସୀମା
ଚାଷୀ ପଞ୍ଜୀକରଣ ଅବଧି ବଢ଼ିବ। ଏ ନେଇ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ମାଝି ସୂଚନା ଦେଇଛନ୍ତି। ତେବେ କେତେ ଦିନ ବଢ଼ିବ ଖୁବ ଶୀଘ୍ର ଘୋଷଣା ହେବ ବୋଲି ସେ କହିଛନ୍ତି।

ଆଉ ସପ୍ତାହେ ବଢ଼ାଇବାକୁ ପ୍ରସ୍ତାବ ଦେଇଥିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଦେଓ, ଉପମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ଗ୍ରହଣ କରାଯାଇଛି ବୋଲି ସେ କହିଛନ୍ତି। ଖୁବ ଶୀଘ୍ର ଘୋଷଣା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।












Click it and Unblock the Notifications