ଚାଷୀଙ୍କ ମୁଣ୍ଡରେ ଚିନ୍ତା, ପୁଣି ଆସୁଛି ଆଉ ଏକ ଲଘୁଚାପ !

ପୁଣି ଭିଜାଇବ ବର୍ଷା । ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ସପ୍ତାହରେ ଉତ୍ତର ବଙ୍ଗୋପ ସାଗରରେ କିମ୍ବା ଆଣ୍ଡାମାନ ସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ଆକଳନ କରିଛନ୍ତି ଅର୍ନ୍ତଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଅନ୍ୟପଟେ କେନ୍ଦ୍ରେୀୟ ଛତିଶଗଡ଼ ଏବଂ ଆଖପାଖ ଅଞ୍ଚଳରେ ସୁଚିହ୍ନିତ ଲଘୁଚାପ କ୍ଷେତ୍ର ବା ମୋନ୍ଥାର ଅବଶିଷ୍ଟାଂଶ ଗତ ୬ ଘଣ୍ଟା ମଧ୍ୟରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଆଜି ସକାଳରେ ଝାଡ଼ଖଣ୍ଡ ଏବଂ ଏହାର ଆଖାପଖ ଅଞ୍ଚଳ ଉପରେ ପଡ଼ିଛି । ଏହା ବିହାରର ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରି ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+