Odisha News: nbsp;ବଜ୍ରାଘାତରେ ଚାଲିଗଲା ଚାଷୀଙ୍କ ଜୀବନ । ବଳଙ୍ଗା ଥାନା ପଦ୍ମପୁର ଗାଁରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି ।