ଅଦିନିଆ ବର୍ଷାରେ ଚାଷୀଙ୍କୁ ମିଳି କ୍ଷତିପୂରଣ

ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହିତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଏ ନେଇ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ସହାୟତା ପାଇପାରିବେ । SDRFର ବାର୍ଷିକ ଆବଣ୍ଟନର ସର୍ବାଧିକ ୧୦ପ୍ରତିଶତ ଅର୍ଥ ଏଥିପାଇଁ ବିନିଯୋଗ ହୋଇପାରିବ ।

suresh pujari

ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ଅଦିନିଆ ବର୍ଷା ସ୍ଥାୟୀ ଭାବେ ଏକ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହୀତ ହୋଇଛି ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ଏଥିପାଇଁ କୃଷକମାନଙ୍କୁ ସହାୟତା ପ୍ରଦାନ କରାଯାଇପାରିବ । କେନ୍ଦ୍ର ସରକାରଙ୍କ ଗାଇଡ଼ ଲାଇନ ଅନୁଯାୟୀ ୩୩ ପ୍ରତିଶତରୁ ଅଧିକ କ୍ଷତି ହୋଇଥିଲେ ଚାଷୀଙ୍କୁ ମିଳିବ କ୍ଷତିପୂରଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+