ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା ରାଶି

ଆଜି ଚାଷୀଙ୍କୁ ମିଳିବ ସିଏମ୍ କିଷାନ ସହାୟତା ରାଶି । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ଭେଟି ଦେବେ ସରକାର । ଉପକୃତ ହେବେ ୫୧ ଲକ୍ଷ କ୍ଷୁଦ୍ର, ନାମମାତ୍ର ଚାଷୀ ଓ ଭୂମିହୀନ କୃଷକ ପରିବାର । ମୋଟ ୧ ହଜାର ୪୧ କୋଟି ଟଙ୍କାର ସହାୟତା ରାଶି ଦିଆଯିବ । ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ଯିବ । ୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି । ଆଜି ଓୟୁଏଟି ସ୍ଥିତ କୃଷିଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ କରିବେ ।

CM Kisan Assistance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+