ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ , ୩ ଗୁରୁତର

ପୁଣି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ । ଚାଲିଗଲା ୪ ଜୀବନ । ଏମିତି ଘଟଣା ଘଟିଛି କୋରାପୁଟ ଜିଲ୍ଲା ଜୟପୁର ସଦର ଥାନା ଅନ୍ତର୍ଗତ ଗାଗନାପୁର ନିକଟରେ । ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିତବା ବେଳେ ୪ଜଣଙ୍କ ଅବସ୍ଥା ଗୁରୁତର ଆହତ ରହିଛି। ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।

accident

ଆହତମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକମାନେ ଧନପୂର୍ ଓ ସାନପିଣ୍ଡାପଦର୍ ଅଞ୍ଚଳର ବୋଲି ଜଣାଯାଇଛି।

ଗତକାଲି ବିଳମ୍ବିତ ରାତିରେ ଗାଗନାପୁର ନିକଟରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା।ପରେ ଦୁଇଟି ବାଇକ୍ ଥିବା ଯୁବକମାନେ ଛିଟିକି ତଳେ ପଡ଼ିଯାଇଥିଲେ। ପୁଲିସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା।ଏହାସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+