ହୋଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ

Holi 2025: ହୋଲିରେ କେନ୍ଦୁଝର ଯୋଡ଼ାରେ ମର୍ମୁନ୍ତୁଦ ସଡ଼କ ଦୁର୍ଘଟଣା । ଝିଅ ଘରକୁ ଯିବା ବେଳେ ଗାଡ଼ି ଧକ୍କାରେ ବାପା, ମାଆ ଏବଂ ପୁଅର ମୃତ୍ୟୁ । ସାନନଈ ଗାଁର ଐବନ ପ୍ରଧାନ, ପତ୍ନୀ ମଥାମଣି ଓ ପୁଅ ମଙ୍ଗଲ ପ୍ରଧାନ ବାଇକରେ ଝିଅ ଘରକୁ ଯିବା ବେଳେ ଜାତୀୟ ରାଜପଥ ୨୦ ଦୋଳିତା ଛକ ନିକଟରେ ଝିଅ ଘର ସମ୍ମୁଖରେ ରିମୁଳି ପଟୁ ଦୃତ ଗତିରେ ଆସୁଥିବା ଏକ ଟ୍ରକ ତାଙ୍କ ବାଇକୁ ଧକ୍କା ଦେଇଥିଲା ।

ଫଳରେ ଘଟଣାସ୍ଥଳରେ ଐବନଙ୍କ ମୃତ୍ୟୁ ହୋଇ ଥିବା ବେଳେ ଗୁରୁତର ଅବସ୍ଥାରେ ମାଆ ଓ ପୁଅକୁ ଚମ୍ପୁଆ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।ଯେଉଁଠି ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

road accident

ଦୁର୍ଘଟଣାକୁ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଛି । ଦୋଳିତା ଛକରେ ଡାୟାର ଜାଳି ରାସ୍ତା ରୋକ କରିଛନ୍ତି ଲୋକେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟପକ୍ଷରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ଅଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+