ମର୍ମନ୍ତୁଦ ସଡକ ଦୁର୍ଘଟଣା; ଓଲଟିଲା OSRTC ବସ୍‌, ୨ ମୃତ

ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟରେ ବସ ଓଲଟି ପଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ଏହି ଘଟଣାରେ ଅନ୍ୟ ୪୫ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କୁ ତାଳଚେର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

OSRTC bus

ଓଡ଼ିଶା ରାଜ୍ୟ ପରିବହନ ନିଗମ(ଓଏସଆରଟିସି)ର ଏହି ବସଟି ବାରିପଦାରୁ ଅନୁଗୁଳ ଯାଉଥିଲା। ତାଳଚେରର ସମଲ ଥାନା ଅନ୍ତର୍ଗତ ଗହମ ସେବାଶ୍ରମ ନିକଟ ଏକ ବୁଲାଣି ସ୍ଥାନରେ ବସଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଘଟଣା ପରେ ତୁରନ୍ତ ସ୍ଥାନୀୟ ଲୋକେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଖବର ପାଇ ପୁଲିସ ଓ ପ୍ରଶାସନିକ ଅଧିକାରୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲେ। ଆହତଙ୍କ ମଧ୍ୟରୁ ୧୭ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+