ଦୋକାନରେ ଶୋଇଥିବା ବେଳେ ବାପପୁଅ ଜୀବନ୍ତ ଦଗ୍ଧ,ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
ଜଳିଗଲେ ବାପା-ପୁଅ । ଦୋକାନ ଭିତରେ ଶୋଇଥିବାବେଳେ ଲାଗିଲା ନିଆଁ । ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ ସାନପଦର ଗାଁରେ ଅଘଟଣ ଘଟିଛି। ସାନପଦର ବଜାରରେ ବାପା-ପୁଅ ଚା ଦୋକାନ ସହ ଭେରାଇଟି ଷ୍ଟୋର କରିଥିଲେ । ଉଭୟ ଦୋକାନ ଭିତରେ ଶୋଇଥିବାବେଳେ ନିଆଁ ଲାଗିଯାଇଥିଲା। ଘଟଣାସ୍ଥଳରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି ।

ସେହିଭଳି କିଛିଦିନ ପୂର୍ବରୁ, ଜଳିଗଲା ୮ ବଖରା ଘର । ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ଶ୍ୟାମସୁନ୍ଦରପୁର ଗାଁର ବଳ ସାହିରେ ଅଗ୍ନିକାଣ୍ଡ । ୪ଜଣଙ୍କର ୮ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଘରର ସମସ୍ତ ଆସବାବ ପତ୍ର ଓ ଗୋଟିଏ ଗାଡ଼ି ପୋଡି ନଷ୍ଟ ହୋଇଯାଇଛି । ନଷ୍ଟ ହୋଇଥିବା ଜିନିଷର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଭଦ୍ରକରୁ ୨ଟି ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ବିପନ୍ନ ପରିବାରକୁ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି ଲୋକେ ।
More From
-
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ସୋର ବିଧାୟକ ମାଧବ ଧଡାଙ୍କ ସହ କଥା ହେଲେ ନବୀନ -
ବିଜେପି ଛାଡ଼ିଲେ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ -
ମଧୁବାବୁ ପେନସନ ଯୋଜନାରେ ଭତ୍ତା ଅପେକ୍ଷାରେ ୬ ଲକ୍ଷ ବ୍ୟକ୍ତି -
୨ବର୍ଷରେ ୧୯ ହଜାର ଲୋକ ଛାଡ଼ିଲେଣି ନିଶା, ମନ୍ତ୍ରୀ -
ବିଜେପି ଜାରି କଲା ହୁଇପ୍, ୧୬ରେ ବିଧାନସଭାରେ ଉପସ୍ଥିତ ରହିବାକୁ ଦଳୀୟ ବିଧାୟକଙ୍କୁ ନିର୍ଦ୍ଦେଶ -
ଆଗକୁ ଆଗରୁ ବଢ଼ିବ ଗ୍ରୀଷ୍ମ ପ୍ରବାହ, ଏବେଠୁ ୪୦ ପାର ପାରଦ -
ପୁଣି ଖସିଲା ସୁନା-ରୂପା ରେଟ୍ -
ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ଏଥର ପ୍ରଚଣ୍ଡ ହେବ ଗୁଷ୍ମ ପ୍ରବାହ, ୪୦ ଛୁଇଁବ ପାରଦ -
ନବୀନ ଘୋଡ଼ା ବେପାରରେ ମାହିର;ପ୍ରତାପ ଶଡଙ୍ଗୀ -
ଦେଶ୍ୟାବ୍ୟାପି ଅତ୍ୟାବଶ୍ୟକୀୟ ସେବା ଲାଗି ନିରବଚ୍ଛିନ୍ନ ଇନ୍ଧନ ଯୋଗାଣ ସୁନିଶ୍ଚିତ କଲେ ସରକାର












Click it and Unblock the Notifications